• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2023: ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର – ମକର ଦିବା ୦୧.୫୧ ଗତେ କୁମ୍ଭ ତିଥି - ୨ୟା ସନ୍ଧ୍ୟା ୦୬.୪୩ ଗତେ ୩ୟା ଘାତ ଚନ୍ଦ୍ର – ସିଂହ ଦିବା ୦୧.୫୧ ଗତେ ମିଥୁନ ଓ ମୀନ

Pisces

ମୀନ

Monday 23 Jan 2023

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଉ , ଭଦ୍ରପଦ - ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।

ରେବତୀ – ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :