• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2023: ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର – ମକର ଦିବା ୦୧.୫୧ ଗତେ କୁମ୍ଭ ତିଥି - ୨ୟା ସନ୍ଧ୍ୟା ୦୬.୪୩ ଗତେ ୩ୟା ଘାତ ଚନ୍ଦ୍ର – ସିଂହ ଦିବା ୦୧.୫୧ ଗତେ ମିଥୁନ ଓ ମୀନ

Gemini

ମିଥୁନ

Monday 23 Jan 2023

ମୃଗଶିରା - ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।

ଆଦ୍ରା - ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ

ପୁନର୍ବସୁ - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :