• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2023: ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର – ମକର ଦିବା ୦୧.୫୧ ଗତେ କୁମ୍ଭ ତିଥି - ୨ୟା ସନ୍ଧ୍ୟା ୦୬.୪୩ ଗତେ ୩ୟା ଘାତ ଚନ୍ଦ୍ର – ସିଂହ ଦିବା ୦୧.୫୧ ଗତେ ମିଥୁନ ଓ ମୀନ

Cancer

କର୍କଟ

Monday 23 Jan 2023

ପୁନର୍ବସୁ - ପ୍ରେମ ପ୍ରସଂଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର ଲାଭ ମିଳିବ

ପୁଷ୍ୟା – ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ

ଅଶ୍ଳେଷା - ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ବରମ୍ବାର ସା୍ୱସ୍ଥ୍ୟଗତ ସମସ୍ୟା ଚିନ୍ତାର କାରଣ ହେବ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :