• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2023: ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର – ମକର ଦିବା ୦୧.୫୧ ଗତେ କୁମ୍ଭ ତିଥି - ୨ୟା ସନ୍ଧ୍ୟା ୦୬.୪୩ ଗତେ ୩ୟା ଘାତ ଚନ୍ଦ୍ର – ସିଂହ ଦିବା ୦୧.୫୧ ଗତେ ମିଥୁନ ଓ ମୀନ

Leo

ସିଂହ

Monday 23 Jan 2023

ମଘା – ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ

ପୂ , ଫାଲଗୁନୀ - ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ଉ ,ଫାଲଗୁନୀ – ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।

ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :