• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2023: ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର – ମକର ଦିବା ୦୧.୫୧ ଗତେ କୁମ୍ଭ ତିଥି - ୨ୟା ସନ୍ଧ୍ୟା ୦୬.୪୩ ଗତେ ୩ୟା ଘାତ ଚନ୍ଦ୍ର – ସିଂହ ଦିବା ୦୧.୫୧ ଗତେ ମିଥୁନ ଓ ମୀନ

Virgo

କନ୍ୟା

Monday 23 Jan 2023

ଉ , ଫାଲଗୁନୀ – ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ, ପିତା.ମାତାଙ୍କ ଆର୍ଶିବାଦ ସହ ଆପଣ ସବୁ କାର୍ଯ୍ୟ ସମ୍ପନ୍ନ କରିବେ। ଅଫିସ୍‌ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ।

ହସ୍ତା – ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଚିତ୍ରା – ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :