• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2023: ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର – ମକର ଦିବା ୦୧.୫୧ ଗତେ କୁମ୍ଭ ତିଥି - ୨ୟା ସନ୍ଧ୍ୟା ୦୬.୪୩ ଗତେ ୩ୟା ଘାତ ଚନ୍ଦ୍ର – ସିଂହ ଦିବା ୦୧.୫୧ ଗତେ ମିଥୁନ ଓ ମୀନ

Libra

ତୁଳା

Monday 23 Jan 2023

ଚିତ୍ରା – ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ।

ସ୍ୱାତୀ – ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ

ବିଶାଖା – ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :