• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2023: ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର – ମକର ଦିବା ୦୧.୫୧ ଗତେ କୁମ୍ଭ ତିଥି - ୨ୟା ସନ୍ଧ୍ୟା ୦୬.୪୩ ଗତେ ୩ୟା ଘାତ ଚନ୍ଦ୍ର – ସିଂହ ଦିବା ୦୧.୫୧ ଗତେ ମିଥୁନ ଓ ମୀନ

Scorpio

ବିଛା

Monday 23 Jan 2023

ବିଶାଖା – ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହେବ।

ଅନୁରାଧା – କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ।

ଜ୍ୟେଷ୍ଠା – ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି ।

ପ୍ରତିକାର – ସୂର୍ଯ୍ୟଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :