• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2023: ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର – ମକର ଦିବା ୦୧.୫୧ ଗତେ କୁମ୍ଭ ତିଥି - ୨ୟା ସନ୍ଧ୍ୟା ୦୬.୪୩ ଗତେ ୩ୟା ଘାତ ଚନ୍ଦ୍ର – ସିଂହ ଦିବା ୦୧.୫୧ ଗତେ ମିଥୁନ ଓ ମୀନ

Capricorn

ମକର

Monday 23 Jan 2023

ଉ , ଷାଢା - ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ ।

ଶ୍ରବଣା – ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ ।

ଧନିଷ୍ଠା – ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।

ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :