• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Taurus

ବୃଷ

Tuesday 23 Jan 2024

କୃତିକା - କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ । ପ୍ରତ୍ୟେକ କ୍ଷେତ୍ରରେ ଆଡଜଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବନାହିଁ ।
ରୋହିଣୀ - ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ । କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ ।
ମୃଗଶିରା - କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ । ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହେବେ । ଅଟକି ରହିଥିବା କାର୍ଯ୍ୟର ସମସ୍ୟାଟି ଆକସ୍ମିକ ଭାବେ ସମାଧାନ ହୋଇଯିବାରୁ ମନ ଖୁସି ରହିବ ।
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :