• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Tuesday 23 Jan 2024

ଧନିଷ୍ଠା - ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍ ଭାବେ ବୁଝି ପାରିବେନି । ଆର୍ଥିକ ସମସ୍ୟାର ସରଳ ସମାଧାନ କରିବାରେ ଅସମର୍ଥ ହେବେ ।
ଶତଭିଷା - ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭ । ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ । 
ପୂ.ଭାଦ୍ରପଦ - ନିର୍ମାଣ, ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ । ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ଇଚ୍ଛାନୁଯାୟୀ କାମଗୁଡ଼ିକ ହେବାରୁ ମାନସିକ ସ୍ଥିରତା ରହିବ ।
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :