• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Tuesday 23 Jan 2024

ମୃଗଶିରା - କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ଆଲୋଡ଼ିତ କରିବ । ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ ।

ଆଦ୍ରା - ସାମଗ୍ରିକ ଦୃଷ୍ଟିକୋଣରୁ ଆପଣଙ୍କ ସକାଶେ ବହୁତ ଭଲ । ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ ।

ପୁନର୍ବସୁ- ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ । ଧାତୁ, ଅଳଙ୍କାର ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ । 

ପ୍ରତିକାର – ତ୍ରିପୁରା ସିନ୍ଦୁରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :