• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Cancer

କର୍କଟ

Tuesday 23 Jan 2024

ପୁନର୍ବସୁ - ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଛୋଟ କଥାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।
ପୁଷ୍ୟା - ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ଅଶ୍ଲେଷା - ମାଲିମୋକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ  

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :