• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Leo

ସିଂହ

Tuesday 23 Jan 2024

ମଘା - ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନରେ ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।

ପୂ.ଫାଲଗୁନି - ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି ।

ଉ.ଫାଲଗୁନି - ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।  ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ମା  ଭୂବନେଶୂରୀଙ୍କ  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :