• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Virgo

କନ୍ୟା

Tuesday 23 Jan 2024

ଉ.ଫଳଗୁନି - ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ ।

ହସ୍ତା - ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।

ଚିତ୍ରା - ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।

ପ୍ରତିକାର -  ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :