• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Tuesday 23 Jan 2024

ଚିତ୍ରା - ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।
ସ୍ୱାତୀ - ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ । ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ, କିନ୍ତୁ ମାନସିକ ଅସ୍ଥିରତା ଲାଗି ରହିବ । 
ବିଶାଖା - ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହିତ ବନ୍ଧୁସମ୍ପର୍କ ବୃଦ୍ଧି ପାଇବ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି ।
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :