• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Scorpio

ବିଛା

Tuesday 23 Jan 2024

ବିଶାଖା - ପିଲାଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହୋଇପାରେ । ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ । କିନ୍ତୁ ସମ୍ମୁଖରେ କିଛି କହି ପାରିବେ ନାହିଁ । ବାଣିଜ୍ୟରେ ଉନ୍ନତି କରିବେ ।
ଅନୁରାଧା - ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ ।
ଜ୍ୟେଷ୍ଠା - ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ । ଗୃହ ସୀମା ଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପିଲାମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି ।
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :