• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଯାତ୍ରା କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର ।ଚନ୍ଦ୍ର-ମକର ଦିବା ୦୯.୨୦ ଗତେ କୁମ୍ଭ ,ତିଥି- ୨ୟା ଦିବା ୧୦.୨୩ ଗତେ ୩ୟା,ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୯.୨୦ ଗତେ ମିଥୁନ ଓ ମୀନ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାମ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 23 Jul 2024

ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ

ଦ୍ୱିଜା- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।

କୃତିକା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :