• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଯାତ୍ରା କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର ।ଚନ୍ଦ୍ର-ମକର ଦିବା ୦୯.୨୦ ଗତେ କୁମ୍ଭ ,ତିଥି- ୨ୟା ଦିବା ୧୦.୨୩ ଗତେ ୩ୟା,ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୯.୨୦ ଗତେ ମିଥୁନ ଓ ମୀନ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାମ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 23 Jul 2024

ମୃଗଶିରା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।

ଆଦ୍ରା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ପୁନର୍ବସୁ- କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ଛାତ୍ର ଛାତ୍ରୀ ମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି । ଅଧା ଅଧୁରା କାର୍ଯ୍ୟ ପୂରଣ ହୋଇଯିବ

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :