• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଯାତ୍ରା କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର ।ଚନ୍ଦ୍ର-ମକର ଦିବା ୦୯.୨୦ ଗତେ କୁମ୍ଭ ,ତିଥି- ୨ୟା ଦିବା ୧୦.୨୩ ଗତେ ୩ୟା,ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୯.୨୦ ଗତେ ମିଥୁନ ଓ ମୀନ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାମ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 23 Jul 2024

ମଘା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ

ପୂ,ଫାଲଗୁନି- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ

ଉ,ଫାଲଗୁନି- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ମନ ଖୁସି ରହିବ ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :