• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଯାତ୍ରା କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର ।ଚନ୍ଦ୍ର-ମକର ଦିବା ୦୯.୨୦ ଗତେ କୁମ୍ଭ ,ତିଥି- ୨ୟା ଦିବା ୧୦.୨୩ ଗତେ ୩ୟା,ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୯.୨୦ ଗତେ ମିଥୁନ ଓ ମୀନ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାମ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 23 Jul 2024

ଉ,ଫଳଗୁନି- ବ୍ୟବସାୟ ରେ ମାନସିକ ସ୍ଥିତି ଭଲ ରହିବା ସହ କେତେକ ମୂଲ୍ୟବାନ ଦ୍ରବ୍ୟକ୍ରୟ କରିବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁ ରଖି ପାରନ୍ତି । ସ୍ୱାସ୍ଥ୍ୟରେ ସୁଧାର ଆସିବ ।

ହସ୍ତା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କ୍ରୋଧକୁ ନିୟନ୍ତ୍ରଣ କରି ଧୈର୍ଯ୍ୟର ସହ କାର୍ଯ୍ୟ କରନ୍ତୁ । ଋଣ ନେଇଥିବା ବ୍ୟକ୍ତି ଋଣ ସୁଝିପାରିବେ ।

ଚିତ୍ରା-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରିବେ । ସନ୍ତାନ ସନ୍ତତି ପକ୍ଷରୁ ଶୁଭ ଖବର ଶୁଣି ଖୁସି ହେବେ । ଭାଗ୍ୟ ବୃଦ୍ଧି ପାଇଁ ସୁଯୋଗ ଆସିବ ।

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :