• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଯାତ୍ରା କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର ।ଚନ୍ଦ୍ର-ମକର ଦିବା ୦୯.୨୦ ଗତେ କୁମ୍ଭ ,ତିଥି- ୨ୟା ଦିବା ୧୦.୨୩ ଗତେ ୩ୟା,ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୯.୨୦ ଗତେ ମିଥୁନ ଓ ମୀନ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାମ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Tuesday 23 Jul 2024

ଚିତ୍ରା- ଜୀବନ ସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ । । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।

ସ୍ୱାତୀ- ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର

ବିଶାଖା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଘରୋଇ କାର‌୍ୟ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜଗା ,ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ ।

ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :