• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd July 2024: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଯାତ୍ରା କରିବେ

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର ।ଚନ୍ଦ୍ର-ମକର ଦିବା ୦୯.୨୦ ଗତେ କୁମ୍ଭ ,ତିଥି- ୨ୟା ଦିବା ୧୦.୨୩ ଗତେ ୩ୟା,ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୯.୨୦ ଗତେ ମିଥୁନ ଓ ମୀନ ରାଶିର ଘାତବାର- ମକର ରାଶିର ପୁଷ୍କର ଦୋଷ-୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାମ ଦିବା ୧୦.୨୩ ଗତେ ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Tuesday 23 Jul 2024

ମୂଳା- ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।

ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ

ଉ,ଷାଢା- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ

ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :