• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Aries

ମେଷ

Sunday 23 Jun 2024

ଅଶ୍ୱନୀ- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିଷ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ଦ୍ୱିଜା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର‌୍ୟ୍ୟକାରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ

କୃତିକା- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :