• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Taurus

ବୃଷ

Sunday 23 Jun 2024

କୃତିକା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ

ରୋହିଣୀ- ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।

ମୃଗଶିରା- ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କଳା, ସାହିତ୍ୟରେ ଉନ୍ନତି କରିବେ। ପରିବହନ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :