• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Sunday 23 Jun 2024

ଧନିଷ୍ଠା- ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।

ଶତଭିଷା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ପୂ,ଭାଦ୍ରପଦ- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :