• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Gemini

ମିଥୁନ

Sunday 23 Jun 2024

ମୃଗଶିରା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ ।

ଆଦ୍ରା- କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ

ପୁନର୍ବସୁ- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :