• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Cancer

କର୍କଟ

Sunday 23 Jun 2024

ପୁନର୍ବସୁ- ଯେତେ ସତର୍କରେ ଚଳିଲେ ମଧ୍ୟ କିଛି ନା କିଛି ସମସ୍ୟା ମନକୁ ଅସ୍ଥିର କରିବ। ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଘଟିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।

ପୁଷ୍ୟା- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ

ଅଶ୍ଲେଷା- ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ । ବନ୍ଧୁଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :