• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Leo

ସିଂହ

Sunday 23 Jun 2024

ମଘା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ପୂ,ଫାଲଗୁନି- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ।

ଉ,ଫାଲଗୁନି- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :