• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Sagittarius

ଧନୁ

Sunday 23 Jun 2024

ମୂଳା- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।

ପୂ,ଷାଢା- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।

ଉ,ଷାଢା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :