• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Capricorn

ମକର

Sunday 23 Jun 2024

ଉ,ଷାଢା- କାର‌୍ୟ୍ୟବ୍ୟସ୍ତତା ଓ ମାନସିକ ଚାପ ବୃଦ୍ଧି ପାଇବା କାରଣରୁ ମନ ଅଶାନ୍ତ ରହିବ। ସମୟାନ୍ତରେ ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପରିବାରେ ମନୋମାଳିନ୍ୟ ଓ ଆର୍ଥିକ ସଂଙ୍କଟ ଦୂରେଇଯିବ ।

ଶ୍ରବଣା- ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ଧନିଷ୍ଠା- ବୃତ୍ତିଗତ ଜୀବନରେ ଉନ୍ନତି ଆଣିବା ପାଇଁ ବଡ ଧରଣର ବିନିଯୋଗ କରିବା ପାଈଁ ଯୋଜନା କରିବେ । ଅବଶ୍ୟ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମ୍ରେ କରିବାପାଇଁ ନିଷ୍ପତ୍ତି ନେବେ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :