• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2025: ଏହି ରାଶିଙ୍କୁ ମିଳିବ ଶୁଭ ଖବର, ଅଚାନକ ଧନଲାଭ ସୁଯୋଗ; ଜାଣନ୍ତୁ ଆପଣଙ୍କ ରାଶିଫଳ...

ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥୀ ଆସିବାର ସମ୍ଭାବନା ରହିଛି । ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି ।

Taurus

ବୃଷ

Monday 23 Jun 2025

କୃତିକା- କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ । ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ  ହେବେ । ଇଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ । ମୃଗଶିରା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇପାରନ୍ତି ।

ପ୍ରତିକାର– ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS