• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2025: ଏହି ରାଶିଙ୍କୁ ମିଳିବ ଶୁଭ ଖବର, ଅଚାନକ ଧନଲାଭ ସୁଯୋଗ; ଜାଣନ୍ତୁ ଆପଣଙ୍କ ରାଶିଫଳ...

ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥୀ ଆସିବାର ସମ୍ଭାବନା ରହିଛି । ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି ।

Aquarius

କୁମ୍ଭ

Monday 23 Jun 2025

ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ ବନେଇବାର ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଶତଭିଷା- ଛାତ୍ରଛାତ୍ରୀ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି । ରାଜନୀତିରେ ବିଶ୍ୱାସୀ ଲୋକମାନେ ଧୋକା ଦେବେ । ବ୍ୟବସାୟରେ କ୍ଷତି ଯୋଗୁ ମନ ଅଶାନ୍ତିରେ ରହିବ । ପୂ,ଭାଦ୍ରପଦ- ମହିଳାମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ  ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇପାରନ୍ତି ।

ପ୍ରତିକାର– ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS