• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2025: ଏହି ରାଶିଙ୍କୁ ମିଳିବ ଶୁଭ ଖବର, ଅଚାନକ ଧନଲାଭ ସୁଯୋଗ; ଜାଣନ୍ତୁ ଆପଣଙ୍କ ରାଶିଫଳ...

ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥୀ ଆସିବାର ସମ୍ଭାବନା ରହିଛି । ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି ।

Pisces

ମୀନ

Monday 23 Jun 2025

ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୌଣସି ମାଙ୍ଗଳିକ  କାର୍ଯ୍ୟରେ ଯୋଗଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତ୍ତନ ପାଇଁ ଦିନଟି ଭଲ । ଉ,ଭାଦ୍ରପଦ- ସହକର୍ମୀମାନେ ସାହାଯ୍ୟକାରୀ ସାବ୍ୟସ୍ତ୍ୟ ହେବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଅତୀତ ସ୍ମୃତି ତାଜା ହୋଇପାରେ । ସରକାରୀ କ୍ଷେତ୍ରରେ ପ୍ରୋତ୍ସାହନ  ମିଳିପାରେ । ରେବତୀ- ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । 

ପ୍ରତିକାର– ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS