ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥୀ ଆସିବାର ସମ୍ଭାବନା ରହିଛି । ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି ।
ମୃଗଶିରା-ପୁରୁଣା ସାଙ୍ଗମାନଙ୍କ ସହିତ ଦୂର ଭ୍ରମଣରେ ଯାଇପାରନ୍ତି । କୌଣସି କାର୍ଯ୍ୟରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ଆଦ୍ରା- ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀମାନେ ପଢାରେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ଉଦାସିନତା ଓ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପୁନର୍ବସୁ- ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । କଳା, ସହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ବିବାଦର ଅବସାନ ଘଟିବ ।
ପ୍ରତିକାର- ବିଷ୍ଣୁଙ୍କ ସହସ୍ର ପାଠ ନାମ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫