• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd March 2024: ଏହି ରାଶିର ବ୍ୟକ୍ତି ଆଜି ବାଣିଜ୍ୟରେ ଲାଭବାନ୍ ହେବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶନିବାର । ଚନ୍ଦ୍ର- ସିଂହ ଅହୋରାତ୍ର, ତିଥ- ୧୩ଶୀ ପ୍ରାତଃ ୦୭.୧୭ ଗତେ ୧୪ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 23 Mar 2024

ମୃଗଶିରା- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।

ଆଦ୍ରା- ରାଜନୈତିକ କ୍ଷେତ୍ରରେ ଶତ୍ରୁ ମାନେ ବୃଦ୍ଧି ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।

ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :