• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd March 2024: ଏହି ରାଶିର ବ୍ୟକ୍ତି ଆଜି ବାଣିଜ୍ୟରେ ଲାଭବାନ୍ ହେବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶନିବାର । ଚନ୍ଦ୍ର- ସିଂହ ଅହୋରାତ୍ର, ତିଥ- ୧୩ଶୀ ପ୍ରାତଃ ୦୭.୧୭ ଗତେ ୧୪ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Saturday 23 Mar 2024

ପୁନର୍ବସୁ- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ପୁଷ୍ୟା- ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।

ଅଶ୍ଳେଷା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :