• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd March 2024: ଏହି ରାଶିର ବ୍ୟକ୍ତି ଆଜି ବାଣିଜ୍ୟରେ ଲାଭବାନ୍ ହେବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶନିବାର । ଚନ୍ଦ୍ର- ସିଂହ ଅହୋରାତ୍ର, ତିଥ- ୧୩ଶୀ ପ୍ରାତଃ ୦୭.୧୭ ଗତେ ୧୪ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Saturday 23 Mar 2024

ଚିତ୍ରା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ

ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।

ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :