• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd March 2024: ଏହି ରାଶିର ବ୍ୟକ୍ତି ଆଜି ବାଣିଜ୍ୟରେ ଲାଭବାନ୍ ହେବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶନିବାର । ଚନ୍ଦ୍ର- ସିଂହ ଅହୋରାତ୍ର, ତିଥ- ୧୩ଶୀ ପ୍ରାତଃ ୦୭.୧୭ ଗତେ ୧୪ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 23 Mar 2024

ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।

ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ

ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :