• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd March 2024: ଏହି ରାଶିର ବ୍ୟକ୍ତି ଆଜି ବାଣିଜ୍ୟରେ ଲାଭବାନ୍ ହେବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶନିବାର । ଚନ୍ଦ୍ର- ସିଂହ ଅହୋରାତ୍ର, ତିଥ- ୧୩ଶୀ ପ୍ରାତଃ ୦୭.୧୭ ଗତେ ୧୪ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Saturday 23 Mar 2024

ମୂଳା- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ପୂ, ଷାଢା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ଉ, ଷାଢା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।

ପ୍ରତିକାର –ଲଡୁ ଧର୍ମସ୍ଥାନ ରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :