• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Aries

ମେଷ

Thursday 23 May 2024

ଅଶ୍ୱନୀ – ପେଟ ଓ ରକ୍ତଜନିତ ଅସୁସ୍ଥତା ପରିଲକ୍ଷିତ ହେବ । ଆଜି ସାଙ୍ଗମାନେ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ ।

ଦ୍ୱିଜା – ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତ କରି ଉଚିତ୍ କାର‌୍ୟ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ।

କୃତିକା – କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ମହିଳାମାନଙ୍କର ଖ୍ୟାତି ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।

ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :