• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Taurus

ବୃଷ

Thursday 23 May 2024

କୃତିକା- ଶିଶୁମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର । ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସମ୍ବାଦ ପାଇବେ । ଅବିବାହିତ ଯୁବକଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ରୋହିଣୀ- ଜାଗା, ଜମି ଗୃହଆଦି କ୍ରୟ କରିବାର ସୁଯୋଗ ଅଛି । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବାର ସମ୍ଭାବନା ରହିଛି ।

ମୃଗଶିରା- ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମର ଅବଶ୍ୟ ଶୁଭଫଳ ପାଇବ । ସମାଜ କଲ୍ୟ।ଣ, ଧର୍ମାନୁଷ୍ଠାନରେ, ମନ୍ଦିରରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :