• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Aquarius

କୁମ୍ଭ

Thursday 23 May 2024

ଧନିଷ୍ଠା – ରୋଗ ସାମୟିକ ହେଲେ ମଧ୍ୟ ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସଂପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ ।

ଶତଭିଷା – କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରି କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।

ପୂ , ଭାଦ୍ରପଦ – ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :