• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Pisces

ମୀନ

Thursday 23 May 2024

ପୂ, ଭାଦ୍ରପଦ-ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସା୍ୱସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିୱିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।

ରେବତୀ- ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :