• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Gemini

ମିଥୁନ

Thursday 23 May 2024

ମୃଗଶିରା - ରୋଗୀମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ଆଦ୍ରା – ଚାକିରି କ୍ଷେତ୍ରରେ ସନ୍ତୋଷଜନକ ଫଳ ମିଳିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ପୁନର୍ବସୁ - ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ପୁରୁଣା ଋଣ ପରିଶୋଧ କରିବେ । ଗୃହିଣୀମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :