• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Cancer

କର୍କଟ

Thursday 23 May 2024

ପୁନର୍ବସୁ- ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ପୁଷ୍ୟା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।

ଅଶ୍ଳେଷା- ଶିକ୍ଷା ଦୃଷ୍ଟିରୁ ପିଲାମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳାମାନଙ୍କର ଭାଗ୍ୟ ଉଦୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :