• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Leo

ସିଂହ

Thursday 23 May 2024

ମଘା – ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ ।

ପୂ , ଫାଲଗୁନୀ – ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ ଓ ଟିକସ କର୍ମଚାରୀମାନଙ୍କଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କ୍ୟାରିୟରରେ ଭଲ ଫଳାଫଳ ପାଇବେ ।

ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳାମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ।

ପ୍ରତିକାର – ଅଶ୍ୱସ୍ତ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :