• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Scorpio

ବିଛା

Thursday 23 May 2024

ବିଶାଖା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

ଅନୁରାଧା- ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର‌୍ୟ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।

ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳାମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :