• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Sagittarius

ଧନୁ

Thursday 23 May 2024

ମୂଳା – ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର‌୍ୟ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାରମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

ପୂ , ଷାଢା – ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ଖଟି ନିଜର ଭାବମୂର୍ତ୍ତିକୁ ବଜାୟ ରଖିବେ । ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।

ଉ , ଷାଢା – ଶତ୍ରୁମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖିତ କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳାମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।

ପ୍ରତିକାର – ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :