• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Capricorn

ମକର

Thursday 23 May 2024

ଉ, ଷାଢା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ।

ଶ୍ରବଣା- ସରକାରୀସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।

ଧନିଷ୍ଠା- ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :