• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Aries

ମେଷ

Wednesday 23 Nov 2022

ଅଶ୍ୱନୀ – ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।

ଦ୍ୱିଜା – ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ

କୃତିକା – ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ

ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :